Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:3 - ଓଡିଆ ବାଇବେଲ

3 ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୋ’ ସଙ୍ଗୀ ତିତସ ଜଣେ ଗ୍ରୀକ୍ ଲୋକ ହୋଇଥିଲେ ହେଁ, ତାଙ୍କୁ ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;

Gade chapit la Kopi

ପବିତ୍ର ବାଇବଲ

3 ତୀତସ ମୋ’ ସହିତ ଥିଲେ। ସେ ଜଣେ ଅଣଯିହୂଦୀ ଲୋକ ଥିଲେ। କିନ୍ତୁ ଏହି ଲୋକମାନେ ତୀତସଙ୍କୁ ମଧ୍ୟ ସୁନ୍ନତ ହେବା ପାଇଁ ବାଧ୍ୟ କଲେ ନାହିଁ।

Gade chapit la Kopi




ଗାଲାତୀୟ 2:3
8 Referans Kwoze  

ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


Swiv nou:

Piblisite


Piblisite