ଗାଲାତୀୟ 2:5 - ଓଡିଆ ବାଇବେଲ5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ । Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit laପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit laପବିତ୍ର ବାଇବଲ5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ। Gade chapit la |
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।