ଗାଲାତୀୟ 2:8 - ଓଡିଆ ବାଇବେଲ8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ), Gade chapit laପବିତ୍ର ବାଇବଲ (Re-edited) - (BSI)8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ବିଜାତିମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ), Gade chapit laପବିତ୍ର ବାଇବଲ (CL) NT (BSI)8 କାରଣ ପିତର ଯେପରି ଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିଲେ, ମୁଁ ମଧ୍ୟ ଠିକ୍ ସେହିପରି ଈଶ୍ୱରଙ୍କ ଶକ୍ତି ଦ୍ୱାରା ଅଣଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ), Gade chapit laପବିତ୍ର ବାଇବଲ8 ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।