ଗାଲାତୀୟ 4:19 - ଓଡିଆ ବାଇବେଲ19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି। Gade chapit laପବିତ୍ର ବାଇବଲ (CL) NT (BSI)19 ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି। Gade chapit laପବିତ୍ର ବାଇବଲ19 ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।