Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:22 - ଓଡିଆ ବାଇବେଲ

22 କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ଲେଖା ଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ଵାଧୀନା ସ୍ତ୍ରୀଠାରୁ ଜାତ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେଥିରେ ବର୍ଣ୍ଣିତ ଅଛି, ଅବ୍ରାହାମଙ୍କର ଦୁଇ ପୁତ୍ର ଥିଲେ, ଜଣେ କ୍ରୀତଦାସୀର ପୁତ୍ର ଓ ଅନ୍ୟ ଜଣେ ତାଙ୍କ ସ୍ତ୍ରୀଙ୍କ ପୁତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।

Gade chapit la Kopi

ପବିତ୍ର ବାଇବଲ

22 ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ।

Gade chapit la Kopi




ଗାଲାତୀୟ 4:22
7 Referans Kwoze  

ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।


ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”


ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।


ମାତ୍ର ଶାସ୍ତ୍ର କ'ଣ କୁହେ ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।


ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।


Swiv nou:

Piblisite


Piblisite