Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:6 - ଓଡିଆ ବାଇବେଲ

6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।

Gade chapit la Kopi

ପବିତ୍ର ବାଇବଲ

6 ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।

Gade chapit la Kopi




ଗାଲାତୀୟ 5:6
22 Referans Kwoze  

କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ୱରଙ୍କ ଆଜ୍ଞା ପାଳନ ହିଁ ସାର ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;


ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;


ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ ।


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;


ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।


କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି ।


Swiv nou:

Piblisite


Piblisite