Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:11 - ଓଡିଆ ବାଇବେଲ

11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଦେଖ, କେଡ଼େ ବଡ଼ ବଡ଼ ଅକ୍ଷରରେ ନିଜ ହାତରେ ମୁଁ ତୁମ୍ଭମାନଙ୍କୁ ଏହା ଲେଖୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।

Gade chapit la Kopi

ପବିତ୍ର ବାଇବଲ

11 ଦେଖ! ମୁଁ ନିଜ ହାତରେ ଓ କେତେ ବଡ଼ବଡ଼ ଅକ୍ଷରରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି।

Gade chapit la Kopi




ଗାଲାତୀୟ 6:11
2 Referans Kwoze  

ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।


Swiv nou:

Piblisite


Piblisite