Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:12 - ଓଡିଆ ବାଇବେଲ

12 ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅର୍ଥାତ୍, ପୃଥିବୀ ତୃଣ ଓ ସ୍ଵ ସ୍ଵ ଜାତି ଅନୁସାରେ ବୀଜୋତ୍ପାଦକ ଶାକ ଓ ସ୍ଵ ସ୍ଵ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି ପରମେଶ୍ଵର ତାହା ଉତ୍ତମ ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

12 ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ବୀଜୋଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସବୀଜ ଫଳଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

Gade chapit la Kopi




ଆଦି ପୁସ୍ତକ 1:12
11 Referans Kwoze  

ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।


କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ ।


ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ ।


ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।


ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।


ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


Swiv nou:

Piblisite


Piblisite