Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:25 - ଓଡିଆ ବାଇବେଲ

25 ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

25 ଏହିପରି ପରମେଶ୍ୱର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟି କଲେ। ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରତ୍ୟେକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

Gade chapit la Kopi




ଆଦି ପୁସ୍ତକ 1:25
9 Referans Kwoze  

‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।


ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।


ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,


ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।


ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;


ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।


Swiv nou:

Piblisite


Piblisite