Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:11 - ଓଡିଆ ବାଇବେଲ

11 ଅର୍ଫକ୍‍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ଅର୍ଫ‌କ୍‌ଷଦର ଜନ୍ମ ପରେ ଶେମ 500 ବର୍ଷ ବଞ୍ଚିଲା ଓ ପୁତ୍ର ଏବଂ କନ୍ୟାଗଣର ପିତା ହେଲା।

Gade chapit la Kopi




ଆଦି ପୁସ୍ତକ 11:11
8 Referans Kwoze  

ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”


ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;


ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”


ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍‍ଷଦକୁ ଜାତ କଲା।


ପୁଣି, ଅର୍ଫକ୍‍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।


Swiv nou:

Piblisite


Piblisite