ଆଦି ପୁସ୍ତକ 12:2 - ଓଡିଆ ବାଇବେଲ2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। Gade chapit laପବିତ୍ର ବାଇବଲ2 ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ। Gade chapit la |