Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 13:3 - ଓଡିଆ ବାଇବେଲ

3 ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବୈଥେଲ ଆଡ଼କୁ ଯାଉ ଯାଉ ବୈଥେଲ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ଵୁ ସ୍ଥାପିତ ହୋଇଥିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,

Gade chapit la Kopi

ପବିତ୍ର ବାଇବଲ

3 ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 13:3
4 Referans Kwoze  

ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;


Swiv nou:

Piblisite


Piblisite