ଆଦି ପୁସ୍ତକ 13:6 - ଓଡିଆ ବାଇବେଲ6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ6 ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। Gade chapit la |