ଆଦି ପୁସ୍ତକ 15:1 - ଓଡିଆ ବାଇବେଲ1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” Gade chapit laପବିତ୍ର ବାଇବଲ1 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।” Gade chapit la |