Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:3 - ଓଡିଆ ବାଇବେଲ

3 ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”

Gade chapit la Kopi

ପବିତ୍ର ବାଇବଲ

3 ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”

Gade chapit la Kopi




ଆଦି ପୁସ୍ତକ 15:3
10 Referans Kwoze  

ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।


ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।


ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା’ନ୍ତି ?


ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।


ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”


Swiv nou:

Piblisite


Piblisite