Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:1 - ଓଡିଆ ବାଇବେଲ

1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା।

Gade chapit la Kopi




ଆଦି ପୁସ୍ତକ 16:1
13 Referans Kwoze  

ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ ।


ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।


ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।


ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।


ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।


ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”


ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।


Swiv nou:

Piblisite


Piblisite