Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:6 - ଓଡିଆ ବାଇବେଲ

6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର। ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।

Gade chapit la Kopi




ଆଦି ପୁସ୍ତକ 16:6
15 Referans Kwoze  

ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”


ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର ।


ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।


କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।


ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।


ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”


ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”


ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।


Swiv nou:

Piblisite


Piblisite