ଆଦି ପୁସ୍ତକ 16:8 - ଓଡିଆ ବାଇବେଲ8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Gade chapit laପବିତ୍ର ବାଇବଲ8 ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।” Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।