ଆଦି ପୁସ୍ତକ 18:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରୁ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ଵୁ ଦ୍ଵାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। Gade chapit laପବିତ୍ର ବାଇବଲ1 ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ। Gade chapit la |