Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:3 - ଓଡିଆ ବାଇବେଲ

3 “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ପ୍ରଭୋ, ନିବେଦନ କରୁଅଛି, ଯେବେ ମୋʼ ପ୍ରତି ଅନୁଗ୍ରହ କରିବା ହେଲେ, ତେବେ ଏହି ଦାସର ସ୍ଥାନରୁ ଯିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।

Gade chapit la Kopi

ପବିତ୍ର ବାଇବଲ

3 ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।

Gade chapit la Kopi




ଆଦି ପୁସ୍ତକ 18:3
8 Referans Kwoze  

ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ


“ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”


ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।


ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।


ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍‍ ବୃକ୍ଷ ମୂଳେ ଥୋଇଲେ।


ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ।


Swiv nou:

Piblisite


Piblisite