Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସନ୍ଧ୍ୟା ବେଳେ ସେହି ଦୁଇ ସ୍ଵର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ଵାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି ଭୂମିଷ୍ଠ ପ୍ରଣାମ କରି କହିଲା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା

Gade chapit la Kopi

ପବିତ୍ର ବାଇବଲ

1 ସେହି ସନ୍ଧ୍ୟାରେ ଦୁଇଜଣ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ। ସେହି ସମୟରେ ଲୋଟ ନଗରଦ୍ୱାର ଫାଟକ ନିକଟରେ ବସିଥିଲେ। ସେ ଯେତେବେଳେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସେମାନଙ୍କୁ ପ୍ରଣାମ କଲେ।

Gade chapit la Kopi




ଆଦି ପୁସ୍ତକ 19:1
15 Referans Kwoze  

ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।


ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।


ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;


ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,


ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;


ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।


“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”


ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।


ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।


ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।


ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।


ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।


ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।


ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,


Swiv nou:

Piblisite


Piblisite