ଆଦି ପୁସ୍ତକ 19:10 - ଓଡିଆ ବାଇବେଲ10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ଵାର ବନ୍ଦ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ। Gade chapit laପବିତ୍ର ବାଇବଲ10 ମାତ୍ର ସେହି ଦୁଇଜଣ ଲୋକ ହାତ ବଢ଼ାଇ ଲୋଟକୁ ଭିତରକୁ ନେଇ କବାଟ ବନ୍ଦ କରିଦେଲେ। Gade chapit la |