Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:11 - ଓଡିଆ ବାଇବେଲ

11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ଵର୍ଣ୍ଣୋତ୍ପାଦକ ହବିଲା ଦେଶସମୂହକୁ ବେଷ୍ଟନ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।

Gade chapit la Kopi

ପବିତ୍ର ବାଇବଲ

11 ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି।

Gade chapit la Kopi




ଆଦି ପୁସ୍ତକ 2:11
9 Referans Kwoze  

ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।


ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।


ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ।


ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।


ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।


ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।


ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।


ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।


Swiv nou:

Piblisite


Piblisite