Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:13 - ଓଡିଆ ବାଇବେଲ

13 ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଦ୍ଵିତୀୟ ନଦୀର ନାମ ଗୀହୋନ, ଏହା ସମସ୍ତ କୁଶ ଦେଶ ବେଷ୍ଟନ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।

Gade chapit la Kopi

ପବିତ୍ର ବାଇବଲ

13 ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା।

Gade chapit la Kopi




ଆଦି ପୁସ୍ତକ 2:13
6 Referans Kwoze  

ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।


ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।


ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।


ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।


ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।


Swiv nou:

Piblisite


Piblisite