Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:16 - ଓଡିଆ ବାଇବେଲ

16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ଵଚ୍ଛନ୍ଦରେ ଭୋଜନ କରି ପାର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ।

Gade chapit la Kopi




ଆଦି ପୁସ୍ତକ 2:16
8 Referans Kwoze  

ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”


ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।


Swiv nou:

Piblisite


Piblisite