Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:8 - ଓଡିଆ ବାଇବେଲ

8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଯେତେବେଳେ ଇ‌ସ୍‌ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ।

Gade chapit la Kopi




ଆଦି ପୁସ୍ତକ 21:8
16 Referans Kwoze  

ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।


ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।


ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।


ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।


ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।


ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।


ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।


ସେତେବେଳେ ଇସ୍‍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।


ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।


ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।


ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।


ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”


ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।


ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।


Swiv nou:

Piblisite


Piblisite