Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:12 - ଓଡିଆ ବାଇବେଲ

12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

12 ଅବ୍ରହାମ ହେତର ଲୋକମାନଙ୍କୁ ପ୍ରଣାମ କଲେ।

Gade chapit la Kopi




ଆଦି ପୁସ୍ତକ 23:12
5 Referans Kwoze  

ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।


ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


“ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”


ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”


Swiv nou:

Piblisite


Piblisite