Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:3 - ଓଡିଆ ବାଇବେଲ

3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍‍ର ସନ୍ତାନମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ,

Gade chapit la Kopi




ଆଦି ପୁସ୍ତକ 23:3
9 Referans Kwoze  

ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।


ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।


ଏଥିଉତ୍ତାରେ ରିବିକା ଇସ୍‍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”


ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।


ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;


ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।


ହିତ୍ତୀୟ, ପରିଷୀୟ, ରଫାୟୀୟ,


Swiv nou:

Piblisite


Piblisite