ଆଦି ପୁସ୍ତକ 24:12 - ଓଡିଆ ବାଇବେଲ12 ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Gade chapit laପବିତ୍ର ବାଇବଲ12 ଦାସ ପ୍ରାର୍ଥନା କଲେ ଏବଂ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ମୋର ପ୍ରଭୁଙ୍କର ପରମେଶ୍ୱର। ମୋର ଜୀବନର ଲକ୍ଷ୍ୟ ସଫଳ କରାଇ, ମୋହର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର। Gade chapit la |
ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।