Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:5 - ଓଡିଆ ବାଇବେଲ

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, ଯେବେ କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତା ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”

Gade chapit la Kopi

ପବିତ୍ର ବାଇବଲ

5 ଦାସ ତାଙ୍କୁ କହିଲେ, “ଏହା ସମ୍ଭବ ହୋଇପାରେ ଯେ, ଯେବେ କୌଣସି କନ୍ୟା ମୋ’ ସହିତ ଏହି ଭୁମିକୁ ଆସି ନ ପାରନ୍ତି, ତେବେ ମୁଁ ତୁମ୍ଭର ପୁତ୍ରକୁ ମୋ’ ସହିତ ତୁମ୍ଭର ଜନ୍ମସ୍ଥାନକୁ ନେବା ଉଚିତ୍ କି?”

Gade chapit la Kopi




ଆଦି ପୁସ୍ତକ 24:5
8 Referans Kwoze  

ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।


ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।


ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।


ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,


ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ ?” ତହୁଁ ସେ କହିଲା, “ଯିବି।”


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍‍ହାକ ନିମନ୍ତେ କନ୍ୟା ଆଣିବ।”


ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”


ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।”


Swiv nou:

Piblisite


Piblisite