Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:10 - ଓଡିଆ ବାଇବେଲ

10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”

Gade chapit la Kopi

ପବିତ୍ର ବାଇବଲ

10 ଅବିମେଲକ କହିଲେ, “ତୁମ୍ଭେ ଆମ୍ଭକୁ ଖରାପ ବ୍ୟବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଙ୍ଗରେ ଅନାୟାସରେ ଶୟନ କରି ଥା’ନ୍ତା। ତାହାହେଲେ ସେ ପାପର ଭାଗୀଦାର ହୋଇଥା’ନ୍ତା।”

Gade chapit la Kopi




ଆଦି ପୁସ୍ତକ 26:10
4 Referans Kwoze  

ତେଣୁ ଅବିମେଲକ ଇସ୍‍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍‍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”


ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”


Swiv nou:

Piblisite


Piblisite