ଆଦି ପୁସ୍ତକ 26:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ12 ଏହା ପରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଯାହା ଲଗାଇ ଥିଲେ, ସବୁ ଅମଳ କଲେ। କାରଣ ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ। Gade chapit la |