Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:7 - ଓଡିଆ ବାଇବେଲ

7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, ସେ ମୋହର ଭଗିନୀ; ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷୟରେ ପଗ୍ଭରନ୍ତେ ସେ କହିଲେ, “ସେ ମୋର ଭଉଣୀ” ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସେଠାକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।

Gade chapit la Kopi




ଆଦି ପୁସ୍ତକ 26:7
15 Referans Kwoze  

ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।”


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”


ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ


ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।


ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”


ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।


ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ତହିଁରେ ଇସ୍‍ହାକ ଗରାରଠାରେ ବାସ କଲେ।


ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।


ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।


ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।


Swiv nou:

Piblisite


Piblisite