Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:9 - ଓଡିଆ ବାଇବେଲ

9 ତେଣୁ ଅବିମେଲକ ଇସ୍‍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍‍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେଣୁ ଅବିମେଲକ ଇସ୍‍ହାକଙ୍କୁ ଡକାଇ କହିଲେ, ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ? ସେତେବେଳେ ଇସ୍‍ହାକ ଉତ୍ତର କଲେ, ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”

Gade chapit la Kopi

ପବିତ୍ର ବାଇବଲ

9 ଅବିମେଲକ ଇ‌ସ୍‌ହାକଙ୍କୁ ଡାକି କହିଲେ, “ସେହି ସ୍ତ୍ରୀଲୋକ ଜଣକ ତୁମ୍ଭର ସ୍ତ୍ରୀ। ସେ ତୁମ୍ଭର ଭଉଣୀ ବୋଲି ତୁମ୍ଭେ କାହିଁକି କହିଲ?” ଇ‌ସ୍‌ହାକ ତାଙ୍କୁ କହିଲେ, “ମୁଁ ଭୟ କରିଗଲି। ମୁଁ ଭାବିଲି, ତୁମ୍ଭେ ମୋତେ ହତ୍ୟାକରି ମୋର ସ୍ତ୍ରୀକୁ ନେଇଯିବ।”

Gade chapit la Kopi




ଆଦି ପୁସ୍ତକ 26:9
5 Referans Kwoze  

ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।


ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”


ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ?


ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?


ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।


Swiv nou:

Piblisite


Piblisite