Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍‍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, ପୁଅରେ, ତହିଁରେ ସେ ଉତ୍ତର କଲା, ଦେଖନ୍ତୁ, ମୁଁ ଏଠାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”

Gade chapit la Kopi

ପବିତ୍ର ବାଇବଲ

1 ଇ‌ସ୍‌ହାକ ବୃଦ୍ଧ ହେଲା ପରେ ତାଙ୍କ ଆଖିକୁ ଭଲ ଦେଖା ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ ପୁତ୍ର ଏଷୌକୁ ପାଖକୁ ଡାକି କହିଲେ, “ହେ ପୁତ୍ର” ଏଷୌ! ସେ ଉତ୍ତର ଦେଲେ, “ମୁଁ ଏହିଠାରେ,”

Gade chapit la Kopi




ଆଦି ପୁସ୍ତକ 27:1
8 Referans Kwoze  

ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।


ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ


ଯୀଶୁ ଉତ୍ତର ଦେଲେ, ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ୱରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।


ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;


ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।


ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।


ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।


Swiv nou:

Piblisite


Piblisite