Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:9 - ଓଡିଆ ବାଇବେଲ

9 ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଡାକି କହିଲେ, ତୁମ୍ଭେ କେଉଁଠାରେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଡାକିଲେ, “ତୁମ୍ଭେ କେଉଁଠାରେ?”

Gade chapit la Kopi




ଆଦି ପୁସ୍ତକ 3:9
8 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”


“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”


ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।


ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”


ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”


Swiv nou:

Piblisite


Piblisite