Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:1 - ଓଡିଆ ବାଇବେଲ

1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ଵରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।

Gade chapit la Kopi

ପବିତ୍ର ବାଇବଲ

1 ଏଣୁ ଯାକୁବ ସେହିସ୍ଥାନ ଛାଡ଼ିଲେ। ସେ ଯିବା ବାଟରେ ପରମେଶ୍ୱରଙ୍କ ଦୂତମାନେ ତାଙ୍କୁ ଭେଟିଲେ।

Gade chapit la Kopi




ଆଦି ପୁସ୍ତକ 32:1
9 Referans Kwoze  

କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।


ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି ।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


ସେତେବେଳେ ସଦାପ୍ରଭୁ ଅବ୍ରହାମ‌ଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ।


ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”


ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।


Swiv nou:

Piblisite


Piblisite