Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:5 - ଓଡିଆ ବାଇବେଲ

5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ଵର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।

Gade chapit la Kopi

ପବିତ୍ର ବାଇବଲ

5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।

Gade chapit la Kopi




ଆଦି ପୁସ୍ତକ 39:5
9 Referans Kwoze  

ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।


ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।


ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।


Swiv nou:

Piblisite


Piblisite