ଆଦି ପୁସ୍ତକ 4:6 - ଓଡିଆ ବାଇବେଲ6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଅଧୋମୁଖ ହେଉଅଛ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? Gade chapit laପବିତ୍ର ବାଇବଲ6 ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ? Gade chapit la |