Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:1 - ଓଡିଆ ବାଇବେଲ

1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏକ ଆରେକ ପ୍ରତି ଅନାଇ ରହୁଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”

Gade chapit la Kopi

ପବିତ୍ର ବାଇବଲ

1 ଯାକୁବ ଶୁଣିଲେ ଯେ, ମିଶରରେ ପ୍ରଚୁର ଖାଦ୍ୟ ଶସ୍ୟ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, “କିଛି ନ କରି କାହିଁକି ତୁମ୍ଭେ ଅଳସୁଆ ହୋଇ ବସୁଛ?

Gade chapit la Kopi




ଆଦି ପୁସ୍ତକ 42:1
13 Referans Kwoze  

କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?


ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”


ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”


ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।


ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।


Swiv nou:

Piblisite


Piblisite