Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:2 - ଓଡିଆ ବାଇବେଲ

2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଆହୁରି କହିଲେ, ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।”

Gade chapit la Kopi




ଆଦି ପୁସ୍ତକ 42:2
11 Referans Kwoze  

ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।”


କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"


ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”


ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।


ଏଣୁ ତୁମ୍ଭେମାନେ ଶୀଘ୍ର ମୋ’ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋ’ ନିକଟକୁ ଆସ, ବିଳମ୍ବ କର ନାହିଁ।


ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।


ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”


କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ ।


ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।


ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,


ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।


Swiv nou:

Piblisite


Piblisite