Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:3 - ଓଡିଆ ବାଇବେଲ

3 ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯିହୁଦା ତାଙ୍କୁ କହିଲା, ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ଯିହୁଦା ଯାକୁବଙ୍କୁ କହିଲା, “ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦେଇ କହିଥିଲେ, ‘ଯଦି ତୁମ୍ଭେ ତୁମ୍ଭର ଭାଇକୁ ମୋ’ ପାଖକୁ ନ ଆଣ, ତେବେ ତୁମ୍ଭ ସହିତ କଥାବାର୍ତ୍ତା ହେବ ନାହିଁ।’

Gade chapit la Kopi




ଆଦି ପୁସ୍ତକ 43:3
13 Referans Kwoze  

ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।”


ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।”


ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷରୂପେ ଦୁଃଖ କଲେ । ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ ।


ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ୱରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।


ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି ।


ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”


ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।


ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।


ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।”


ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”


ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।


Swiv nou:

Piblisite


Piblisite