Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।

Gade chapit la Kopi

ପବିତ୍ର ବାଇବଲ

1 ଯୋଷେଫ ତାଙ୍କର ଦାସଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ସେହି ଲୋକମାନଙ୍କର ପଟରେ ସେମାନେ ଯେତେ ନେଇପାରିବେ, ସେତେ ଶସ୍ୟ ଭର୍ତ୍ତି କର ଏବଂ ସେମାନଙ୍କ ପଇସା ମଧ୍ୟ ତାଙ୍କ ଥଳି ଉପରେ ରଖି ଦିଅ।

Gade chapit la Kopi




ଆଦି ପୁସ୍ତକ 44:1
8 Referans Kwoze  

ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,


ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”


ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;


ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,


ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ;


ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।


ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।


Swiv nou:

Piblisite


Piblisite