Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:2 - ଓଡିଆ ବାଇବେଲ

2 ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

2 ଯୋଷେଫ ତାଙ୍କର ଭାଇମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।

Gade chapit la Kopi




ଆଦି ପୁସ୍ତକ 47:2
5 Referans Kwoze  

ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ରହିବେ ।


ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ ? ଏ କଥା ଯେତେବେଳେ ପଚାରିବେ,


Swiv nou:

Piblisite


Piblisite