Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:8 - ଓଡିଆ ବାଇବେଲ

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, ଆପଣଙ୍କ ପରମାୟୁର ଦିନ କେତେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”

Gade chapit la Kopi

ପବିତ୍ର ବାଇବଲ

8 ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”

Gade chapit la Kopi




ଆଦି ପୁସ୍ତକ 47:8
5 Referans Kwoze  

ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ’ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି ?


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


Swiv nou:

Piblisite


Piblisite