Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:2 - ଓଡିଆ ବାଇବେଲ

2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ଯୋଷେଫ ସେଠାରେ ପହଞ୍ଚିଲେ ସେତେବେଳେ କେହି ଜଣେ ଯାକୁବଙ୍କୁ କହିଲେ, “ତୁମ୍ଭର ପୁତ୍ର ଯୋଷେଫ ତୁମ୍ଭକୁ ଦେଖିବାକୁ ଆସିଛନ୍ତି।” ଇସ୍ରାଏଲ ବହୁତ ଦୁର୍ବଳ ହୋଇ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣାରେ ବସିଲେ।

Gade chapit la Kopi




ଆଦି ପୁସ୍ତକ 48:2
8 Referans Kwoze  

ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।


ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।


ତହୁଁ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ’ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।


ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।


ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।


ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।


ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,


Swiv nou:

Piblisite


Piblisite