Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:5 - ଓଡିଆ ବାଇବେଲ

5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।

Gade chapit la Kopi

ପବିତ୍ର ବାଇବଲ

5 ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶରରେ ମୋର ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରୟିମ ଓ ମନଃଶି ମୋ’ ନିଜର ପୁତ୍ର ପରି। ସେମାନେ ରୁବେନ୍ ଓ ଶିମିୟୋନଙ୍କ ପରି ମୋ’ ପାଇଁ ଅଟନ୍ତି।

Gade chapit la Kopi




ଆଦି ପୁସ୍ତକ 48:5
21 Referans Kwoze  

ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।


ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।


ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।


ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।


ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ;


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।


ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ ।


ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।


ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।


ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।


Swiv nou:

Piblisite


Piblisite