ଆଦି ପୁସ୍ତକ 7:11 - ଓଡିଆ ବାଇବେଲ11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା। Gade chapit laପବିତ୍ର ବାଇବଲ11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ। Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।