Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:11 - ଓଡିଆ ବାଇବେଲ

11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।

Gade chapit la Kopi

ପବିତ୍ର ବାଇବଲ

11 ସେହି ଦିନ ସନ୍ଧ୍ୟା ସମୟରେ ସେହି କପୋତଟି ତା'ର ଥଣ୍ଟରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ଯାଇଅଛି।

Gade chapit la Kopi




ଆଦି ପୁସ୍ତକ 8:11
5 Referans Kwoze  

ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।


ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;


ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।


Swiv nou:

Piblisite


Piblisite