Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:2 - ଓଡିଆ ବାଇବେଲ

2 ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ଆକାଶରୁ ବର୍ଷା ପଡ଼ିବା ବନ୍ଦ ହୋଇଗଲା ଏବଂ ଧରିତ୍ରୀ ତଳେ ଜଳସ୍ରୋତ ବନ୍ଦ ହୋଇଗଲା। ଆକାଶସ୍ଥ ଦ୍ୱାର ସକଳ ବନ୍ଦ ହୋଇଗଲା।

Gade chapit la Kopi




ଆଦି ପୁସ୍ତକ 8:2
10 Referans Kwoze  

ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।


ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ ।


କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପର ଦେଇ ଗଲା।


କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ ?


ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”


ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।


ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ ?


Swiv nou:

Piblisite


Piblisite